ଆଜିର ଖବର କେନ୍ଦୁଝର ପାଟଣା ବ୍ୟାଙ୍କକୁ ଶବ ନେବା ଘଟଣା: ମୁଖମନ୍ତ୍ରୀଙ୍କ RDC ତଦନ୍ତ ନିର୍ଦ୍ଦେଶ ଭୁବନେଶ୍ଵର: କେନ୍ଦୁଝର ପାଟଣା ବ୍ୟାଙ୍କକୁ ଶବ ନେବା ଘଟଣାରେ RDC ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି । ଘଟଣାର କାରଣ ଜାଣିବା ପାଇଁ ଏହି ନିର୍ଦ୍ଦେଶ ଦିଆଯାଇଛି ।…