ଆଜିର ଖବର ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ପିଏମ ମୋଦି ନୂଆଦିଲ୍ଲୀ: ପୂର୍ବତନ ପ୍ରଧାନମନ୍ତ୍ରୀ ଏବଂ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟିର ଅଧ୍ୟକ୍ଷା ବେଗମ ଖାଲିଦା ଜିଆଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୋକ ପ୍ରକାଶ କରିଛନ୍ତି। ଏକ ସୋସିଆଲ…