ଆଜିର ଖବର ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ପରଲୋକ ନୂଆଦିଲ୍ଲୀ: ବାଂଲାଦେଶର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ଦୀର୍ଘ ଅସୁସ୍ଥତା ପରେ ପରଲୋକ ଘଟିଛି। ତାଙ୍କ ବିରୋଧୀ ଦଳ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ମଙ୍ଗଳବାର…