ଜାତୀୟ ଖବର ୧୫ ଅଗଷ୍ଟ ପୂର୍ବରୁ ଦିଲ୍ଲୀରେ ହାଇ ଆଲର୍ଟ: ୧୯ ଆତଙ୍କବାଦୀଙ୍କ ପୋଷ୍ଟର ଜାରି କଲା ପୋଲିସ ନୂଆଦିଲ୍ଲୀ: ସ୍ୱାଧୀନତା ଦିବସ ପୂର୍ବରୁ ଦିଲ୍ଲୀରେ ସୁରକ୍ଷାକୁ ବିଭିନ୍ନ ସ୍ତରରେ କଡାକଡ଼ି କରାଯାଉଛି। ଗୁଇନ୍ଦା ସଂସ୍ଥାଗୁଡ଼ିକରୁ ସୂଚନା ପାଇବା ପରେ ଦିଲ୍ଲୀ ପୋଲିସ ରାଜଧାନୀରେ ସମ୍ଭାବ୍ୟ ଆତଙ୍କବାଦୀ…