ଆଜିର ଖବର ଖୋର୍ଦ୍ଧା ଜିଲ୍ଲାରେ ଗୋଟିଏ ଦିନ ପାଇଁ ହେଲା ସରକାରୀ ଛୁଟି ଘୋଷଣା ଭୁବନେଶ୍ବର: ଆଗାମୀ ରଜ ପର୍ବ ଉପଲକ୍ଷେ ଖୋର୍ଦ୍ଧା ଜିଲ୍ଲାରେ ଶେଷ ରଜ (ଭୂଦାହ) ଜୁନ – ୧୬ ତାରିଖରେ ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ ।…