ଆଜିର ଖବର ଖୋର୍ଦ୍ଧା ବ୍ଲକ କନିଷ୍ଠ ଯନ୍ତ୍ରୀ ଗିରଫ: ଲାଞ୍ଚ ନେବାବେଳେ ମାଡ଼ିବସିଲା ଭିଜିଲାନ୍ସ ଖୋର୍ଦ୍ଧା: ଭିଜିଲାନ୍ସ ଜାଲରେ ଖୋର୍ଦ୍ଧା ବ୍ଲକ କନିଷ୍ଠ ଯନ୍ତ୍ରୀ। ଲାଞ୍ଚ ନେବାବେଳେ ମାଡ଼ିବସିଲା ଭିଜିଲାନ୍ସ। ଆଜି ଅପରାହ୍ନରେ ଓଡ଼ିଶା ଭିଜିଲାନ୍ସ ଖୋର୍ଦ୍ଧା ବ୍ଲକ କନିଷ୍ଠ ଯନ୍ତ୍ରୀ ସଂଗୀତା…