ଆଜିର ଖବର ‘ଭାରତ କୋ ଜାନିୟେ’ କ୍ୱିଜରେ ଅଂଶ ଗ୍ରହଣ କରିବାକୁ ପ୍ରବାସୀ ଭାରତୀୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ ନୂଆଦିଲ୍ଲୀ: ‘ଭାରତ କୋ ଜାନିୟେ’ (Know India) କ୍ୱିଜରେ ଅଂଶ ଗ୍ରହଣ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରବାସୀ ଭାରତୀୟ ଏବଂ ବିଭିନ୍ନ ଦେଶର ବନ୍ଧୁମାନଙ୍କୁ ଆହ୍ୱାନ…