ଆଜିର ଖବର ଚିଲିକା ପୁସ୍ତକ ମେଳାର ତୃତୀୟ ଦିବସ: ପୁସ୍ତକପ୍ରେମୀଙ୍କ ଭରପୁର ଉତ୍ସାହ ବାଲୁଗାଁ: ଅପ୍ରେଲ ୨୪ ତାରିଖରୁ ବାଲୁଗାଁ ମହାବିଦ୍ୟାଳୟ ପରିସରରେ ଆରମ୍ଭ ହୋଇଥିବା ପାଞ୍ଚଦିନିଆ ଚିଲିକା ପୁସ୍ତକ ମେଳାର ତୃତୀୟ ଦିବସରେ ମୁଖ୍ୟ ଅତିଥିଭାବେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ…