ଜାତୀୟ ଖବର ଆଜି ଚେନ୍ନାଇ ଏବଂ କୋଲକାତା ମଧ୍ୟରେ ଲଢେଇ: ଜାଣନ୍ତୁ କାହାର ପଲ୍ଲା ଭାରି? ନୂଆଦିଲ୍ଲୀ: ଆଜି ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗସ (ସିଏସକେ) ଏବଂ କୋଲକାତା ନାଇଟ୍ ରାଇଡର୍ସ (କେକେଆର) ମଧ୍ୟରେ ୨୨ତମ ଲିଗ୍ ମ୍ୟାଚ୍ ଖେଳାଯିବ।…