ଅନ୍ତରାଷ୍ଟ୍ରୀୟ ଭାରତୀୟ ମାଇକ୍ରୋବ୍ଲଗିଂ ପ୍ଲାଟଫର୍ମ ‘କୁ’ ରେ ଆକାଉଣ୍ଟ ଖୋଲିଲେ ନାଇଜେରିଆ ସରକାର ନୂଆଦିଲ୍ଲୀ, ଟୁଇଟର ଉପରେ ପ୍ରତିବନ୍ଧକ ଲଗାଇବା ପରେ ନାଇଜେରିଆ ସରକାର ଭାରତୀୟ ମାଇକ୍ରୋବ୍ଲଗିଂ ପ୍ଲାଟଫର୍ମ ‘କୁ’ ରେ ନିଜର ଆକାଉଣ୍ଟ ଖୋଲିଛନ୍ତି । ନାଇଜେରିଆର ଏହି ପଦକ୍ଷେପକୁ…