ଆଜିର ଖବର ନୂଆଦିଲ୍ଲୀରେ ‘କୌଶଳ ଭବନ’ର ଉଦଘାଟନ କଲେ ରାଷ୍ଟ୍ରପତି ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ନୂଆଦିଲ୍ଲୀ ଠାରେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ଦକ୍ଷତା ବିକାଶ ଏବଂ…