ଜାତୀୟ ଖବର କୃଷି ଓଡିଶା-୨୦୨୪ କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ,ଏଥର ମହିଳା ଚାଷୀଙ୍କୁ ଗୁରୁତ୍ବ ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସ୍ଥାନୀୟ ଜନତା ମଇଦାନଠାରେ ‘କୃଷି ଓଡିଶା-୨୦୨୪’ କାର୍ଯ୍ୟକ୍ରମର ଶୁଭ ଉଦ୍ଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ…