ଆଜିର ଖବର ଟଙ୍କା ବୋଝେଇ ବିମାନ ଦୁର୍ଘଟଣାଗ୍ରସ୍ତ: ୧୫ ମୃତ ନୂଆଦିଲ୍ଲୀ: ଦକ୍ଷିଣ ଆମେରିକୀୟ ଦେଶ ବୋଲିଭିଆରେ ଶୁକ୍ରବାର (୨୭ ଫେବୃଆରୀ) ଦିନ ଏକ ବଡ଼ ଦୁର୍ଘଟଣା ଘଟିଛି। ରାଜଧାନୀ ଲା ପାଜ୍ ନିକଟସ୍ଥ ଏଲ୍ ଆଲ୍ଟୋ ସହରରେ…