ଆଜିର ଖବର ଆଦିବାସୀଙ୍କ ଜମି ଉପରେ କାହାର ଅଧିକାର? ସୁପ୍ରିମକୋର୍ଟଙ୍କ ଐତିହାସିକ ରାୟ ଭୁବନେଶ୍ଵର : ଓଡ଼ିଶାର ଅନୁସୂଚିତ ଅଞ୍ଚଳରେ ଗ୍ରାମସଭାର ଅଧିକାରକୁ ନେଇ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁରସ୍ଥିତ ଡାଲମିଆ ସିମେଣ୍ଟର ଲାଞ୍ଜିବେର୍ଣ୍ଣା ଖଣି…