ବିଶେଷ ଖବର ଷୋଡଶ ଲୋକସଭାର ଶେଷ ଦିନ, ମୁଲାୟମଙ୍କ ମୋଦୀ କୀର୍ତ୍ତନ ଓ ରାଫାଲେ ଅଡିଟ ପ୍ରସଙ୍ଗ କେଦାର ମିଶ୍ର ଷୋଡଶ ଲୋକସଭାର କାର୍ୟକାଳ ଗତକାଲି ସରିଛି। ୧୯୮୪ ପରଠୁ ଏହି ଲୋକସଭାରେ ପ୍ରଥମଥର ଲାଗି ଶାସକ ଦଳ ପୂର୍ଣ୍ଣ ସଂଖ୍ୟା ଗରିଷ୍ଠ ହୋଇଥିଲା। ମଇ…