ବିଶେଷ ଖବର ମୁଖ୍ୟମନ୍ତ୍ରୀଙ୍କ ଆଉ ଏକ ବଡ ନିଷ୍ପତ୍ତି: ୫୦ ପ୍ରତିଶତ ବୃଦ୍ଧି ହେଲା ଲ’ ଅଫିସରମାନଙ୍କର ଦୈନିକ ଓ ରିଟେନର ଫି’ ଭୁବନେଶ୍ବର: ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଅଦାଲତରେ ମୋକଦ୍ଦମା ପରିଚାଳନା କରୁଥିବା Non-Cadre Law Officer ମାନଙ୍କର ଦୈନିକ ଓ ରିଟେନର ଫି’ ରେ ୫୦ ପ୍ରତିଶତ…