ଜାତୀୟ ଖବର ଲଦାଖକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ଦାବି: ପୋଲିସ ସହ ସଂଘର୍ଷ, CRPF ଗାଡି ପୋଡ଼ିଲେ GEN-Z ଛାତ୍ର ନୂଆଦିଲ୍ଲୀ: ଆଜି ଲେହରେ ଜେନେରାଲ-ଜେଡ ଛାତ୍ରମାନେ କେନ୍ଦ୍ର ସରକାରଙ୍କ ବିରୋଧରେ ପ୍ରତିବାଦ ଆରମ୍ଭ କରିଛନ୍ତି। ସାମାଜିକ କର୍ମୀ ସୋନମ ୱାଙ୍ଗଚୁକଙ୍କ ସମର୍ଥନରେ ଛାତ୍ରମାନେ ପ୍ରତିବାଦ କରିଛନ୍ତି। ପ୍ରତିବାଦ…