ଆଜିର ଖବର ନିୟନ୍ତ୍ରଣ ରେଖାରେ ବ୍ୟବସାୟ ବନ୍ଦ କଲେ ସରକାର ଜମ୍ମୁ କାଶ୍ମୀର ଏବଂ ପାକିସ୍ତାନ ଅଧିକୃତ କାଶ୍ମୀର(ପିଓକେ) ମଧ୍ୟରେ ବାଣିଜ୍ୟ ବ୍ୟବସାୟକୁ ଗୁରୁବାର ଠାରୁ ବନ୍ଦ କରିଛନ୍ତି କେନ୍ଦ୍ର ସରକାର। ନିୟନ୍ତ୍ରଣ ରେଖାରେ ଉଭୟ ଦେଶ ମଧ୍ୟରେ…