ବିଶେଷ ଖବର ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଅକ୍ସିଜେନ ପ୍ଲାଣ୍ଟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ, ଅନ୍ୟ ସ୍ବାସ୍ଥ୍ୟ ଭିତ୍ତିଭୂମିର ଉଦ୍ଘାଟନ ଭୁବନେଶ୍ବର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ ରାଜ୍ୟର ୮ଟି ଜିଲ୍ଲାରେ Liquid Medical Oxygen ଓ PSA Plant ପାଇଁ ଭିତ୍ତିପ୍ରସ୍ତର ରଖିଛନ୍ତି।…