ଆଜିର ଖବର ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ନ୍ୟାସନାଲ୍ ଡିଫେନ୍ସ କଲେଜ୍ ର ପ୍ରଶିକ୍ଷାର୍ଥୀ ଅଧିକାରୀଗଣ ଭୁବନେଶ୍ଵର: ଅଧ୍ୟୟନ ପରିଦର୍ଶନ କାର୍ଯ୍ୟକ୍ରମରେ ଓଡ଼ିଶା ଆସିଥିବା ଦିଲ୍ଲୀ ସ୍ଥିତ ନ୍ୟାସନାଲ୍ ଡିଫେନ୍ସ କଲେଜ୍ର ପ୍ରଶିକ୍ଷାର୍ଥୀ ଅଧିକାରୀଗଣ ଆଜି ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…