ଆଜିର ଖବର ଏମ୍ସ ଭୁବନେଶ୍ୱରରେ ଲୋ ଭିଜନ୍ କ୍ଲିନିକ୍ ଉଦ୍ଘାଟିତ ଭୁବନେଶ୍ୱର: ଅତ୍ୟନ୍ତ କ୍ଷୀଣ ଦୃଷ୍ଟିଶକ୍ତି କାରଣରୁ ଦୈନନ୍ଦିନ ଜୀବନରେ ଆସୁଥିବା ଏକାଧିକ ପ୍ରତିବନ୍ଧକ ଏବଂ ପ୍ରତିଘାତ କାରଣରୁ ନିରାଶ ହୋଇପଡ଼ିଥିବା ବ୍ୟକ୍ତିବିଶେଷଙ୍କ ପାଇଁ ଏମ୍ସ ଭୁବନେଶ୍ୱର ଆଣିଦେଇଛି…