ଜାତୀୟ ଖବର ନୂଆ ବର୍ଷରେ ବଲାଙ୍ଗୀରରୁ ଗସ୍ତ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ, ଲୋୟର ସୁକତେଲ ପ୍ରକଳ୍ପକୁ କଲେ ଲୋକାର୍ପଣ ଭୁବନେଶ୍ବର: ନୂଆ ବର୍ଷରେ ମୋର ପ୍ରଥମ ଗସ୍ତ ବଲାଙ୍ଗୀରରୁ ଆରମ୍ଭ କରି ମୁଁ ବହୁତ ଖୁସି। ଆପଣମାନେ ଖୁସି ତ? ଲୋକଙ୍କ ଉତ୍ସସିତ ଧ୍ବନି, କରତାଳି ଓ…