ଜାତୀୟ ଖବର ଦେଶରେ କେତେ ଗ୍ୟାସ ସିଲିଣ୍ଡର ମହଜୁଦ ଅଛି?: LPG ସଙ୍କଟ ମଧ୍ୟରେ ଜାଣନ୍ତୁ ସଂଖ୍ୟା ନୂଆଦିଲ୍ଲୀ: ବିଶ୍ୱବ୍ୟାପୀ ଚାଲିଥିବା ଯୁଦ୍ଧ ଏବଂ ଉତ୍ତେଜନା ମଧ୍ୟରେ ଭାରତରେ ରନ୍ଧନ ଗ୍ୟାସର ଅଭାବର ଗୁଜବ ଲୋକଙ୍କୁ ଚିନ୍ତାଗ୍ରସ୍ତ କରିଛି। ୧୪୦ କୋଟି ଜନସଂଖ୍ୟା ବିଶିଷ୍ଟ ଦେଶରେ,…