ଆଞ୍ଚଳିକ ଏବିଭିପି ବାଣପୁର-ବାଲୁଗାଁ ନଗର ଶାଖା ପକ୍ଷରୁ ଚୀନ ସାମଗ୍ରୀ ବର୍ଜନ ଉଦ୍ଦେଶ୍ୟରେ ବିକ୍ଷୋଭ ପ୍ରଦର୍ଶନ ବାଣପୁର: ଆଜି ଖୋର୍ଦ୍ଧା ଜିଲ୍ଲା ବାଣପୁରରେ ଚୀନ୍ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ ଦେଖିବାକୁ ମିଳିଥିଲା। ଆଜି ପୂର୍ବାହ୍ନ ରେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି) ବାଣପୁର-ବାଲୁଗାଁ…