ବିଶେଷ ଖବର ସମଲେଇ ପ୍ରକଳ୍ପର ଲୋକାର୍ପଣ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ, ମା’ଙ୍କ ପାଇଁ ପ୍ରତି ଘରୁ ଆସିବ ସିନ୍ଦୁର ଭୁବନେଶ୍ବର: ପଶ୍ଚିମ ଓଡିଶାର ଅଧିଷ୍ଠାତ୍ରୀ ଦେବୀ ମା ସମଲେଶ୍ବରୀ ପୀଠର ଚାଲିଛି ରୂପାନ୍ତରଣ। ଆଗାମୀ ୨୭ ତାରିଖରେ ହେବ ପ୍ରକଳ୍ପର ଲୋକାର୍ପଣ। ଏହି ପରିପ୍ରେକ୍ଷୀରେ ଆଜି ମନ୍ଦିର…