ବିଶେଷ ଖବର ମଧୁବାବୁ ପେନସନ୍ ଯୋଜନାରେ ୫ ଲକ୍ଷରୁ ଅଧିକ ନୂଆ ହିତାଧିକାରୀ: ଭତ୍ତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ବାଲେଶ୍ୱର: ରାଜ୍ୟର ବୃଦ୍ଧବୃଦ୍ଧା, ବିଧବା ଓ ଦିବ୍ୟାଙ୍ଗଙ୍କ ପାଇଁ ବଡ଼ ଖବର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ବାଲେଶ୍ୱରରୁ ମଧୁବାବୁ ପେନସନ୍ ଯୋଜନାର ୫,୦୫,୮୧୭ ଜଣ…