ଆଜିର ଖବର ତାମିଲନାଡୁ ମନ୍ଦିରରେ ଅଣହିନ୍ଦୁଙ୍କ ପ୍ରବେଶ ଉପରେ କଟକଣା: ନୋ ଏଣ୍ଟ୍ରି ବୋର୍ଡ ଲଗାଇବାକୁ ମାଡ୍ରାସ ହାଇକୋର୍ଟଙ୍କ ନିର୍ଦ୍ଦେଶ ଚେନ୍ନାଇ: ମାଡ୍ରାସ ହାଇକୋର୍ଟ ତାମିଲନାଡୁ ସରକାରଙ୍କୁ ମନ୍ଦିରରେ ବୋର୍ଡ ଲଗାଇବାକୁ ନିର୍ଦ୍ଦେଶ ଦେଇଛନ୍ତି ଯେଉଁଥିରେ ଦର୍ଶାଯାଇଛି ଯେ ଅଣହିନ୍ଦୁମାନଙ୍କୁ ମନ୍ଦିର ଭିତରକୁ ପ୍ରବେଶ କରିବାକୁ ଅନୁମତି ନାହିଁ।…