ଆଜିର ଖବର ସ୍ନାନ ସାରି ଜ୍ବରରେ ଶ୍ରୀଜୀଉ : ଶ୍ରୀଅଲରାନାଥଙ୍କ ପୀଠରେ ମହାପ୍ରଭୁଙ୍କ ଅଣସର ଦର୍ଶନ ମଙ୍ଗଳବାରଠାରୁ ବ୍ରହ୍ମଗିରିସ୍ଥିତ ଶ୍ରୀଅଲାରନାଥଙ୍କ ପୀଠରେ ମହାପ୍ରଭୁଙ୍କ ଅଣସର ଦର୍ଶନ ଆରମ୍ଭ ହୋଇଛି। ଅଲାରନାଥ ପୀଠରେ ମହାପ୍ରଭୁଙ୍କ ଅଣସର ଦର୍ଶନ ଲାଗି ସକାଳୁ ହଜାର ହଜାର ଶ୍ରଦ୍ଧାଳୁଙ୍କ ସମାଗମ…