ଆଜିର ଖବର କର୍ଣ୍ଣାଟକ ସରକାରଙ୍କ RSSକୁ ଚିଠି: ପ୍ରତିକ୍ରିୟା ପ୍ରକାଶ କଲେ ମହେଶ ଜେଠମଲାନି ନୂଆଦିଲ୍ଲୀ: ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (RSS)କୁ ନେଇ କର୍ଣ୍ଣାଟକ ସରକାରଙ୍କ ମନ୍ତ୍ରୀ ପ୍ରିୟାଙ୍କ ଖଡଗେ ଉଠାଇଥିବା ପ୍ରଶ୍ନ ପରେ ରାଜନୈତିକ ଉତ୍ତେଜନା ବୃଦ୍ଧି ପାଇଛି। RSSର ଆଇନଗତ…