ଜାତୀୟ ଖବର ବେସାହାରା ପ୍ରାଣୀଙ୍କ ସାହାରା ପାଲଟିଥିବା ଅବସରପ୍ରାପ୍ତ ସେନା ଅଧିକାରିଣୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଜସ୍ଥାନର କୋଟା ସହରରେ ରହୁଥିବା ପ୍ରମିଳା ସିଂଙ୍କୁ ଏକ ପତ୍ର ଲେଖିଛନ୍ତି । ପ୍ରମିଳା ହେଉଛନ୍ତି ଭାରତୀୟ ସେନାର ଜଣେ ଅବସରପ୍ରାପ୍ତ…