ଅନ୍ତରାଷ୍ଟ୍ରୀୟ ମେକ୍-ଇନ୍-ଓଡ଼ିଶା କନ୍କ୍ଲେଭରେ ୭ ଲକ୍ଷ ୬ ହଜାର ୧୨୮ କୋଟିର ନିବେଶ ପ୍ରସ୍ତାବ ଭୁବନେଶ୍ୱର: ମେକ୍ ଇନ୍ ଓଡ଼ିଶା କନ୍କ୍ଲେଭ୍-୨୦୨୨କୁ ଗତକାଲି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଉଦ୍ଘାଟନ କରିବା ପରେ ଆଜି ୧ ତାରିଖରେ ଅନୁଷ୍ଠିତ ହୋଇଥିବା କାର୍ଯ୍ୟକ୍ରମ…