ଆଜିର ଖବର ମଞ୍ଚେଷ୍ଟରରେ ଇତିହାସ ରଚିଲେ ଯଶସ୍ୱୀ ଜୟସ୍ୱାଲ, ୫୧ ବର୍ଷ ପରେ ଭାରତୀୟ ଓପନର ଭାବେ କଲେ ଏହି କୃତିତ୍ୱ ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ ଦଳର ଯୁବ ଓପନର ଯଶସ୍ୱୀ ଜୟସ୍ୱାଲ ମଞ୍ଚେଷ୍ଟରର ଓଲ୍ଡ ଟ୍ରାଫୋର୍ଡ ଗ୍ରାଉଣ୍ଡରେ ଇତିହାସ ରଚିଛନ୍ତି। ଇଂଲଣ୍ଡ ବିପକ୍ଷରେ ଚାଲିଥିବା ଆଣ୍ଡରସନ-ତେନ୍ଦୁଲକର ଟ୍ରଫିର ଚତୁର୍ଥ…