ଆଜିର ଖବର ମଣିଶଙ୍କର ଆୟାରଙ୍କ ଉପରେ ବର୍ଷିଲେ ଉଦିତ ରାଜ: ଟିଏମସିରେ ଯୋଗଦେବା ପାଇଁ ଦେଲେ ପରାମର୍ଶ ନୂଆଦିଲ୍ଲୀ: ବରିଷ୍ଠ କଂଗ୍ରେସ ନେତା ମଣି ଶଙ୍କର ଆୟାର ସବୁବେଳେ ତାଙ୍କ ବୟାନ ପାଇଁ ଚର୍ଚ୍ଚାରେ ଅଛନ୍ତି। ଏଥର, ତାଙ୍କ ମନ୍ତବ୍ୟ ଦଳ ଭିତରେ ବିରୋଧ ସୃଷ୍ଟି…