ଆଜିର ଖବର ମାଲକାନଗିରିରେ ସୁରକ୍ଷା ବାହିନୀର ବଡ଼ ସଫଳତା, ବିପୁଳ ମାଓ ସାମଗ୍ରୀ ଜବତ ମାଲକାନଗିରି ଜିଲ୍ଲାର କାଲିମେଳା ଥାନା ଅଧୀନ ଗୁଣ୍ଠାବେଡା ଜଙ୍ଗଲରେ ଚାଲିଥିବା କୁମ୍ବିଂ ଅପରେସନ୍ ବେଳେ ସୁରକ୍ଷା ବାହିନୀକୁ ମିଳିଛି ବଡ଼ ସଫଳତା। ଆଣ୍ଟି ନକ୍ସଲ ଅପରେସନ ସମୟରେ…