ଖେଳ ଟିମ୍ ଇଣ୍ଡିଆର ସବୁଠାରୁ ବଡ଼ ପରାଜୟ, ୪୦୮ ରନରେ ଜିତିଲା ଦକ୍ଷିଣ ଆଫ୍ରିକା ନୂଆଦିଲ୍ଲୀ: ଗୌହାଟିରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ଭାରତକୁ ୪୦୮ ରନର ବିଶାଳ ବ୍ୟବଧାନରେ ପରାସ୍ତ କରିଛି। ୫୪୯ ରନର ଟାର୍ଗେଟ ପିଛା କରି ଭାରତର…