Markandey Katju

ନୂଆଦିଲ୍ଲୀ: ପୂର୍ବତନ ସୁପ୍ରିମକୋର୍ଟ ବିଚାରପତି ମାର୍କଣ୍ଡେୟ କାଟଜୁ ଭାରତ ଏବଂ ପାକିସ୍ତାନ ମଧ୍ୟରେ ବଢ଼ୁଥିବା ବିବାଦ ଉପରେ କଟାକ୍ଷ କରିଛନ୍ତି। ସେ ଫେସବୁକରେ ଦୁଇଟି ପୋଷ୍ଟ ଲେଖିଛନ୍ତି…