ଆଜିର ଖବର ପଶ୍ଚିମବଙ୍ଗରେ ଆଉ ଜଣକଙ୍କର ମୁଣ୍ଡ ନେଲା କରୋନା, ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 26ରେ ପହଞ୍ଚିଲା କୋଲକାତା : ପଶ୍ଚିମବଙ୍ଗରେ କରୋନା ଭାଇରସ୍ ଯୋଗୁଁ ପୁଣି ଆଉଜଣକର ମୃତ୍ୟୁ ହୋଇଛି। ହାଓ୍ବଡା ଜିଲ୍ଲାର ହସ୍ପିଟାଲ୍ରେ ଏହି ମୃତ୍ୟୁ ହୋଇଛି । ରାଜ୍ୟରେ କରୋନା ମୃତ୍ୟୁ…