ଜାତୀୟ ଖବର ସରକାରଙ୍କ ବଡ ନିଷ୍ପତ୍ତି: ୧୧,୬୮୨ଟି ନୂତନ MBBS ସିଟ୍ ଏବଂ ୪୩ଟି ନୂତନ ମେଡିକାଲ୍ କଲେଜକୁ ମଞ୍ଜୁରୀ ନୂଆଦିଲ୍ଲୀ: ଡାକ୍ତର ହେବାର ସ୍ୱପ୍ନ ଦେଖୁଥିବା ଦେଶର ଲକ୍ଷ ଲକ୍ଷ ଛାତ୍ରଛାତ୍ରୀଙ୍କ ପାଇଁ ଏକ ବଡ଼ ଖବର ଆସିଛି। କେନ୍ଦ୍ର ସରକାର ଡାକ୍ତରୀ ଶିକ୍ଷାକୁ ଆହୁରି ମଜବୁତ…