ଜାତୀୟ ଖବର କୋଭିଡ19 ସ୍ଥିତିକୁ ଦେଖି ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ପରିମାଣ ବୃଦ୍ଧି କଲେ କେନ୍ଦ୍ର ସରକାର,ଖରାଛୁଟି ମଧ୍ୟ ସାମିଲ ନୂଆଦିଲ୍ଲୀ, କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରୀ ରମେଶ ପୋଖରିୟାଲ ‘ନିଶଙ୍କ’ ଆଜି ଭିଡିଓ କନଫରେନ୍ସ ଜରିଆରେ ସମସ୍ତ ରାଜ୍ୟର ଶିକ୍ଷା ମନ୍ତ୍ରୀ ଏବଂ ସଚିବ ମାନଙ୍କ…