ଆଜିର ଖବର କେଉଁ ମେଡିକାଲ କଲେଜ ପାଇଁ କେତେ ରାଙ୍କ ଆବଶ୍ୟକ? ଜାଣନ୍ତୁ ନୂଆଦିଲ୍ଲୀ: ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ୧୬ ଜୁଲାଇରେ NEET UG ପରୀକ୍ଷାର ଫଳାଫଳ ପ୍ରକାଶ କରିଛି। ଏଥର ୧୧.୨୧ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି।…