ଜାତୀୟ ଖବର ଘୁଞ୍ଚିଲା ନିଟ୍ ପିଜି ପରୀକ୍ଷା, ଶହେ ଦିନ କୋଭିଡ କାର୍ଯ୍ୟ କରିଥିବା ଡାକ୍ତର ଛାତ୍ରଛାତ୍ରୀଙ୍କୁ ସରକାରୀ ନିଯୁକ୍ତି ନୂଆଦିଲ୍ଲୀ, ଦେଶରେ ଦେଖାଦେଇଥିବା କୋଭିଡ-୧୯ ମହାମାରୀ ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ଏହାର କ୍ରମବର୍ଦ୍ଧିଷ୍ଣୁ ମାନବସମ୍ବଳ ଆବଶ୍ୟକତା ଉପରେ ଆଜି ସମୀକ୍ଷା କରିଛନ୍ତି। ଆଜି ଏଥିରେ ନିଆଯାଇଥିବା ଅନେକ ଗୁରୁତ୍ୱପୂର୍ଣ୍ଣ…