ଆଜିର ଖବର ନୂଆପଡ଼ା ଉପନିର୍ବାଚନ: ମାଇକ୍ରୋ ପର୍ଯ୍ୟବେକ୍ଷକଙ୍କ ତାଲିମ ଶିବିର ଅନୁଷ୍ଠିତ ଭୁବନେଶ୍ଵର: ନୂଆପଡ଼ା ଜିଲ୍ଲା ସଦଭାବନା ସଭା ଗୃହରେ ମାଇକ୍ରୋ ପର୍ଯ୍ୟବେକ୍ଷକଙ୍କ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ନିର୍ବାଚନକୁ ସଠିକ୍ ଏବଂ ନିର୍ଭୁଲ ଭାବରେ ପରିଚାଳନା…