ଆଜିର ଖବର ଖଣି ବିଲ୍କୁ ନେଇ ତେଜିଲା ରାଜନୀତି, ବିଜେପିକୁ ଅରୁଣଙ୍କ ବିତର୍କ ଆହ୍ୱାନ ଭୁବନେଶ୍ୱର: ଏମ୍ଏମ୍ଡିଆର୍ ସଂଶୋଧନ ବିଲ୍ ୨୦୨୬କୁ ନେଇ ବିଜେପି ଓ ବିଜେଡି ମଧ୍ୟରେ ବାଦବିବାଦ ତୀବ୍ର ହୋଇଛି। ନବୀନ ପଟ୍ଟନାୟକଙ୍କ ମନ୍ତବ୍ୟକୁ ଧର୍ମେନ୍ଦ୍ର ପ୍ରଧାନ ଓ ଖଣିମନ୍ତ୍ରୀ…