ଜାତୀୟ ଖବର ପଶ୍ଚିମ ଏସିଆର ସାମ୍ପ୍ରତିକ ସ୍ଥିତି ସମ୍ପର୍କରେ ଆନ୍ତଃ-ମନ୍ତ୍ରଣାଳୟ ବିବୃତି ନୂଆଦିଲ୍ଲୀ: ପଶ୍ଚିମ ଏସିଆରେ ଦେଖାଦେଇଥିବା ଉତ୍ତେଜନାମୂଳକ ପରିସ୍ଥିତି ମଧ୍ୟରେ ସେଠାରେ ଥିବା ଭାରତୀୟଙ୍କ ଧନ ଜୀବନ ରକ୍ଷା ନେଇ ଭାରତ ସରକାର ନିରନ୍ତର ଉଦ୍ୟମ ଜାରି ରଖିଛନ୍ତି।…