ରାଜ୍ୟ ଖବର ନବୀନଙ୍କ ନିର୍ବାଚନୀ ଥୋପ, ଲାଗୁ ହେଲା ‘ମିଶନ ଶକ୍ତି ସ୍କୁଟର ଯୋଜନା’, ମିଳିବ ବିନା ସୁଧରେ ଲକ୍ଷେ ଭୁବନେଶ୍ବର: ନିର୍ବାଚନ ପାଖେଇ ଆସୁଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୋଟିଏ ପରେ ଗୋଟିଏ ଜନହିତକର ଯୋଜନା ପ୍ରଣୟନ କରିବାରେ ଲାଗିଛନ୍ତି। ନିକଟରେ ସେ ସେହିପରି ବିଭିନ୍ନ ଯୋଜନା…