ଜାତୀୟ ଖବର ମତ୍ସ୍ୟଜୀବୀଙ୍କ ପାଇଁ ଏକ ନୂଆ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କଣ ଭୁବନେଶ୍ବର: ଆଜି ବିଶ୍ବ ମତ୍ସ୍ୟ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମତ୍ସ୍ୟଜୀବୀ କଲ୍ୟାଣ ଯୋଜନା ଆରମ୍ଭ କରିଛନ୍ତି। ଏହି ଯୋଜନାରେ…