ଜାତୀୟ ଖବର ପ୍ରତି ରାଜ୍ୟରେ ରାଲି କରିବାକୁ ଯୋଜନା କରୁଛି ବିଜେପି, ୩୦ଟି ନିର୍ବାଚନୀ ସଭା କରିବେ ପ୍ରଧାନମନ୍ତ୍ରୀ ମୋଦି ନୂଆଦିଲ୍ଲୀ: ସାଧାରଣ ନିର୍ବାଚନ ପୂର୍ବରୁ ବିଜେପି ନିଜର ପ୍ରସ୍ତୁତି ଚୂଡ଼ାନ୍ତ କରିବା ଆରମ୍ଭ କରିଛି। ଲୋକସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଦଳ ଶନିବାର ଅନେକ ଗୁରୁତ୍ୱପୂର୍ଣ୍ଣ ନିଯୁକ୍ତି…