ଆଜିର ଖବର ୟୁକ୍ରେନ ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି କିଭ୍ ଠାରେ ୟୁକ୍ରେନର ରାଷ୍ଟ୍ରପତି ମହାମହିମ ଭୋଲୋଦିମିର ଜେଲେନସ୍କିଙ୍କୁ ସାକ୍ଷାତ କରିଛନ୍ତି। ମେରିନସ୍କି ପ୍ୟାଲେସରେ ପହଞ୍ଚିବା ପରେ ରାଷ୍ଟ୍ରପତି ଜେଲେନସ୍କି…