Modiji

ଭୁବନେଶ୍ବର: ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ସମ୍ବଲପୁରରେ ସରକାରୀ କାର୍ଯ୍ୟକ୍ରମରେ ଯୋଗେଦେବେ।ଏଥିରେ ସେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି।…