ଜାତୀୟ ଖବର ସିବିଏସ୍ଇ ଅଧ୍ୟକ୍ଷ ଭାବେ ନିଯୁକ୍ତି ପାଇଲେ ଓଡିଶା କ୍ୟାଡର ଆଇଏଏସ ମନୋଜ ଆହୁଜା, ଚ୍ୟାଲେଞ୍ଜ ବେଶୀ ନୂଆଦିଲ୍ଲୀ, ଓଡିଶା ପାଇଁ ଏକ ଖୁସି ଖବର କହିଲେ ଅତ୍ୟୁକ୍ତି ହେବ ନାହିଁ। ଦେଶର ପ୍ରତିଷ୍ଠିତ ଶିକ୍ଷା କେନ୍ଦ୍ର ସେଣ୍ଟ୍ରାଲ ବୋର୍ଡ ଅଫ ସେକେଣ୍ଡାରି ଏଡୁକେସନ ବା…